ଆଜି ରାଜ୍ୟରେ ଆଉ ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୪୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୧୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
2.A 71 years old Male of Angul District who was also suffering from Diabetes Mellitus & Hypertension.
3.A 74 years old Male of Angul District.
4.A 60 years old Female of Baragarh District who was also suffering from Chronic Kidney Disease.
— H & FW Dept Odisha (@HFWOdisha) July 4, 2021