ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ଥଳ ଭାଗ ମୁହାଁ ଲଘୁଚାପ

ଆଜି ପଶ୍ଚିମ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି । 24 ଘଣ୍ଟା ପରେ ରାଜ୍ୟରେ କମିବ ଲଘୁଚାପର ପ୍ରଭାବ ମୌସୁମୀ ପ୍ରଭାବରେ ରାଜ୍ୟରେ ୧ ଜୁନ ରୁ ୨୦ ସେପ୍ଟେମ୍ବର ମଧ୍ୟରେ ୧୧୪୦.୯ ମିମି ବର୍ଷା ରେକର୍ଡ, ଯାହା ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% ଅଧିକ କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ୧୬୪୯.୯ ମିମି (୫୧ ପ୍ରତିଶତ ଅଧିକ ) ଏବଂ ଭଦ୍ରକ ଜିଲ୍ଲାରେ ସର୍ବନିମ୍ନ ୮୩୬.୧ ମିମି (୧୮ ପ୍ରତିଶତ କମ ) ବର୍ଷା ରେକର୍ଡ ଏହି ସମୟ ପରିଧିରେ ୫ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଏବଂ ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ।

Leave A Reply

Your email address will not be published.