ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା(ଓଜେଇଇ) ପରୀକ୍ଷା ସୂଚୀ

ଭୁବନେଶ୍ୱର : ମେ’ ୬ ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା(ଓଜେଇଇ) ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ଓଜେଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦୈନିକ ୩ଟି ସିଫ୍ଟରେ ପରୀକ୍ଷା ହେବ। ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟାର ରହିବ।

ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ୟ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ।  ସକାଳ ୮.୩୦ ରୁ ୧୦.୩୦ ପ୍ରଥମ ସିଫ୍ଟ । ଦିନ ୧୨ଟା ୩୦ରୁ ୨ଟା ୩୦ ୨ୟ ସିଫ୍ଟ,। ସାଢ଼େ ୪ରୁ ସାଢ଼େ ୬ ତୃତୀୟ ସିଫ୍ଟ ପରୀକ୍ଷା ଚାଲିବ।

Leave A Reply

Your email address will not be published.