ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ପାଇଁ ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଜୁନ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ହେବାର ଥିଲା। ଜୁଲାଇ ପ୍ରଥମ ସପ୍ତାହରେ ପରୀକ୍ଷା ଆୟୋଜନ ନେଇ ତାରିଖ ଘୋଷଣା କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟରେ ଓଜେଇଇ ପରୀକ୍ଷା ପାଇଁ ଅନ୍‌ଲାଇନ୍ ଆବେଦନର ସମୟ ବଢ଼ାଇ ଦିଆଯାଇଛି । ଛାତ୍ରଛାତ୍ରୀମାନେ ୨୦୨୧ ଜୁଲାଇ ୧୨ ସୁଦ୍ଧା ଆବେଦନ କରିପାରିବେ । ଏଥିପାଇଁ ସେମାନେ ୨୦୨୧ ଜୁଲାଇ ୧୪ ମଧ୍ୟରେ ଫି’ ଦେୟ କରିପାରିବେ ।

Leave A Reply

Your email address will not be published.