ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା

ଭୁବନେଶ୍ବର : ଜୁନ୍ ୧୭ରୁ ୨୪ ମଧ୍ୟରେ ହେବ ଓଜେଇଇ ପରୀକ୍ଷା । ଏଥି ପାଇଁ ଏପ୍ରିଲ ୧୪ରୁ ଆରମ୍ଭ ହୋଇଛି ଅନଲାଇନ ଆବେଦନ । ମେ ୧୫ ପର୍ଯ୍ୟନ୍ତ ଓଜେଇଇ ୱେବସାଇଟରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ଜୁନ୍ ପ୍ରଥମ ସପ୍ତାହରୁ ମିଳିବ ଆଡମିଟ କାର୍ଡ ଏବଂ ଜୁନ୍ ୧୭ରୁ ୨୪ ମଧ୍ୟରେ ପରୀକ୍ଷା ହେବ। କମ୍ପ୍ୟୁଟର ବେସ୍‌ଡ୍‌ ପରୀକ୍ଷା ହେବ ବୋଲି ଓଜେଇଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.