ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍: ରାଜଧାନୀ ଦିଲ୍ଲୀରୁ ଚିହ୍ନଟ ହେଲେ ଆଉ ୧୦ ଆକ୍ରାନ୍ତ

ନୂଆଦିଲ୍ଲୀ: କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍। ରାଜଧାନୀ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟସ୍ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ଆଉ ୧୦ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଦିଲ୍ଲୀରେ ୨୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ଏ ନେଇ ସୂଚନା ପ୍ରଦାନ କରିଛନ୍ତି।

Article Bottom (Mobile Only)

ସୂଚନା ଅନୁଯାୟୀ, ଦେଶରେ ମୋଟ ଆକ୍ରାନ୍ତଙ୍କ ୯୭କୁ ବୃଦ୍ଧି ପାଇଛି। ୯୭ ଆକ୍ରାନ୍ତଙ୍କ ମଧ୍ଯରୁ ନୂଆଦିଲ୍ଲୀ- ୨୦, ରାଜସ୍ଥାନ- ୧୭, ଗୁଜୁରାଟ- ୫, ମହାରାଷ୍ଟ୍ର- ୩୨, ତେଲେଙ୍ଗାନା- ୭, କର୍ଣ୍ଣାଟକ-୮, ଆନ୍ଧ୍ରପ୍ରଦେଶ- ୧, କେରଳ-୫, ତାମିଲନାଡୁ-୧ ଓ ପଶ୍ଚିମବଙ୍ଗରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.