ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ବିଧାନସଭା ଅଚଳ : ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲି ପାରିଲାନି ବିଧାନସଭା

ଭୁବନେଶ୍ୱର: ପୁଣି ବିଧାନସଭା ଅଚଳ । ଚତୁର୍ଥ ଦିନରେ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲି ପାରିଲାନି ବିଧାନସଭା । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ୍ ତଳେ ଘଣ୍ଟ ବଜାଇ ହୋହଲ୍ଲା କରିଥିଲେ । ବାରମ୍ବାର ବାଚସ୍ପତିଙ୍କ ଅନୁରୋଧ ସତ୍ତ୍ୱେ ବିରୋଧୀ ହଟ୍ଟଗୋଳ ବନ୍ଦ କରି ଆସନରେ ନ ବସିବାରୁ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ରଖିଛନ୍ତି । ବାଚସ୍ପତି କହିଛନ୍ତି, ବିଧାନସଭାରେ ନାଟକର ସ୍ଥାନ ନାହିଁ ।

Leave A Reply

Your email address will not be published.