ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରକାଶ ପାଇଲା ଓଟିଇଟି-୨ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଓଡିଶା ଟିଚର୍ସ ଏଲିଜିବିଲିଟି ଟେଷ୍ଟ (ଓଟିଇଟି) -୨ ପରୀକ୍ଷା ଫଳ। ମାଧ୍ୟମିକ ଶିକ୍ଷା ପରିଷଦର ୱେବ୍ ସାଇଟ୍ www.bseodisha.ac.in ରେ ପରୀକ୍ଷା ଫଳ ଉପଲବ୍ଧ ହୋଇଛି । ପରୀକ୍ଷାର୍ଥୀମାନେ ରୋଲନମ୍ବର ଓ ଜନ୍ମ ତାରିଖ ଦେଇ ଲଗ- ଇନ କରି ପରୀକ୍ଷା ଫଳ ଦେଖି ପାରିବେ। ପରୀକ୍ଷାର୍ଥୀମାନେ ସମାନ ୱେବ୍ ସାଇଟରେ ଆସନ୍ତା ୧୩  ତାରିଖରେ ଦିନ ୧ଟା ପରେ ଓଏମଆର ସିଟର ସ୍କାନ କପି ଡାଉନ ଲୋଡ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.