ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସାବଧାନ ହୋଇଯାଆନ୍ତୁ ନକଲି ଭୋଟର୍; ପଞ୍ଚାୟତ ନିର୍ବାଚନ ପୂର୍ବରୁ ଚେତାବନୀ ଦେଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ନକଲି ଭୋଟର୍ ସାବଧାନ! ନକଲି ଭୋଟର ବୋଲି ଜଣାପଡ଼ିଲେ ଯାଇପାରନ୍ତି ଥାନାକୁ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ନକଲି ଭୋଟରଙ୍କୁ ଚେତାବନୀ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । କୌଣସି ଏଜେଂଟ୍ ଯଦି ଭୋଟରଙ୍କ ପରିଚୟ ଉପରେ ସନ୍ଦେହ କରନ୍ତି, ତାହା ହେଲେ ତଦନ୍ତ କରାଯିବ । ଏଥିପାଇଁ ପୋଲିଂ ଏଜେଣ୍ଟଙ୍କୁ ପ୍ରିଜାଇଡିଂ ଅଫିସରଙ୍କ ପାଖରେ ୨ ଟଙ୍କା ଦାଖଲ କରିବାକୁ ପଡ଼ିବ। ଅଭିଯୋଗ ପାଇଲା ପରେ ଘଟଣାସ୍ଥଳରେ ତଦନ୍ତ କରିବେ ପ୍ରିଜାଇଡିଂ ଅଫିସର । ଅଭିଯୋଗ ପ୍ରମାଣିତ ହେଲେ ନକଲି ଭୋଟରଙ୍କୁ ପୋଲିସରେ ଜିମା ଦିଆଯିବ । ଅଭିଯୋଗ ମିଛ ପ୍ରମାଣିତ ହେଲେ ସେ ଭୋଟ ଦେଇପାରିବେ।

Leave A Reply

Your email address will not be published.