ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିମାପଡା କାନଝାରି ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ, ପାଟଣା-କେନ୍ଦୁଝର ଯୋଗାଯୋଗ ବିଛିନ୍ନ

କେନ୍ଦୁଝର/ପାଟଣା: କେନ୍ଦୁଝର ଜିଲ୍ଲାରେ ଗତ ଦୁଇଦିନର ଲଗାଣ ବର୍ଷା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଲଗାଣ ବର୍ଷା ରେ ବୈତରଣୀ ର ତଳ ମୁଣ୍ଡରେ ବନ୍ୟା ସ୍ଥିତି ଉପୁଜିଛି। ଏପଟେ ପାଟଣା କେନ୍ଦୁଝର ରାସ୍ତାର ଭିମାପଡା କାନଝରୀ ନଦୀ ପୋଲ ଉପରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ କେନ୍ଦୁଝରରୁ ପାଟଣାକୁ ଯୋଗାଯୋଗ ସମ୍ପୁର୍ଣ୍ଣ ବିଛିନ୍ନ ହୋଇଯାଇଛି । ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି।

Leave A Reply

Your email address will not be published.