ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

ଭବାନୀପାଟଣା: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ । ଥୁ. ରାମପୁର ବ୍ଲକ କାଣୀଗୁମ୍ମା ପଞ୍ଚାୟତର ପିଇଓ ସନ୍ୟାସୀ ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। କାଗଜପତ୍ର କାମ ପାଇଁ ୧୦ ହଜାର ଲାଞ୍ଚ ନେବା ବେଳେ ସନ୍ୟାସୀ ନାୟକଙ୍କୁ ଭିଜିଲାନ୍ସ ଧରିଥିଲା। ଧରାପଡ଼ିବା ପରେ ସନ୍ୟାସୀଙ୍କ ୩ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

Leave A Reply

Your email address will not be published.