ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦିଲ୍ଲୀରେ ଶସ୍ତା ହେଲା ପେଟ୍ରୋଲ

ଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଶସ୍ତା ହେଲା ପେଟ୍ରୋଲ । ପେଟ୍ରୋଲ ଭାଟ୍ କମାଇଛନ୍ତି ଦିଲ୍ଲୀ ସରକାର । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮ ଟଙ୍କା ସସ୍ତା ହୋଇଛି ବୋଲି ଜଣାପଡିଛି । ବୁଧବାର ହୋଇଥିବା କ୍ୟାବିନେଟ ବୈଠକରେ ଦିଲ୍ଲୀ ସରକାର ପେଟ୍ରୋଲର ଭାଟ୍ ୩୦ ପ୍ରତିଶତ ୧୯.୪୦ ପ୍ରତିଶତକୁ ହ୍ରାସ କରିଛନ୍ତି । ଆଜି ମଧ୍ୟ ରାତିରୁ ପେଟ୍ରୋଲର ଏହି ନୂଆ ଦର ଲାଗୁ ହେବ ।

ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେସନ୍‌ ସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ, ସମ୍ପ୍ରତି ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର୍‌ପିଛା ୧୦୩.୯୭ରେ ବିକ୍ରି ହେଉଥିବା ବେଳେ ଡିଜେଲ୍‌ ଦର ୮୬.୬୭ରେ ରହିଛି।

Leave A Reply

Your email address will not be published.