ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପିକଅପ-ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତୁମ୍ବର୍ଲା ଫାଣ୍ଡି ଅନ୍ତର୍ଗତ ଝାଡ଼କୁସୁମୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକଅପ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଫଳରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.