ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍, ୨୫ ଆହତ

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ରମ୍ଭା ପେଟ୍ରୋଲ ପମ୍ପ ନିକଟରେ ବସ୍ ଓଲଟି ୨୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ଉଦ୍ଧାର କରାଯାୟୀ ଖଲିକୋଟ ଓ MKCG ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ବସ୍ଟି ଚେନ୍ନାଇରୁ ୪୮ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଆସିଥିଲା । ପୁରୀ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଘଟିଛି। NH ମରାମତି କାମ ଚାଲିଥିବା ବେଳେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସଟି ଓଲଟି ପଡ଼ିଥିବା ଜଣାପଡ଼ିଛି।
ଏଥିସହିତ ପଢ଼ନ୍ତୁ