ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପିପିଲି ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଚାଲିଛି। ପ୍ରଥମେ ପୋଷ୍ଟାଲ ବାଲାଟ ପରେ ଇଭିଏମ ଗଣତି ଆରମ୍ଭ ହୋଇଛି । ପୋଷ୍ଟାଲ ଗଣତିରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆଗରେ ଥିବା ସୂଚନା ମିଳିଥିଲା । ସେହିପରି ପ୍ରଥମ ରାଉଣ୍ଡରେ ମଧ୍ୟ ରୁଦ୍ର ମହାରଥୀ ଆଗୁଆ ରହିଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ୧୪୦୬ ଭୋଟରେ ଆଗୁଆ ରହିଛନ୍ତି । ତାଙ୍କୁ ୪୦୫୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୬୪୯ ଭୋଟ୍ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନଙ୍କୁ ୭୬୫ ଭୋଟ୍ ମିଳିଛି ।

 

Leave A Reply

Your email address will not be published.