ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ

ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।

Leave A Reply

Your email address will not be published.