ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଫେବ୍ରୁଆରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା, ବାଣିଜ୍ୟ ଓ ବିଜ୍ଞାନ ସମସ୍ତଙ୍କ ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହେବ। ପ୍ରଥମ ଦିନ ଅର୍ଥାତ ୧୬ ତାରିଖରେ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ସାହିତ୍ୟ ପରୀକ୍ଷା ରହିଛି । ସେହିପରି କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କର ୧୭ ତାରିଖରେ ସାହିତ୍ୟ ପରୀକ୍ଷା ରହିଛି। ୧୯ ତାରିଖରେ ସମସ୍ତ ବିଭାଗର ଇଂରାଜୀ ପରୀକ୍ଷା ରହିଛି।

 

 

Leave A Reply

Your email address will not be published.