ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କ୍ଯାସଲେସ ଚିକିତ୍ସା ସୁବିଧା ପାଇବେ ନିର୍ବାଚନରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ

ଭୁବନେଶ୍ବର: ବିଜୁ ସ୍ବାସ୍ଥ୍ଯ କଲ୍ଯାଣ ଯୋଜନା ଅଧୀନରେ ପ୍ଯାନେଲଭୁକ୍ତ ହୋଇଥିବା ରାଜ୍ଯର ସମସ୍ତ ଘରୋଇ ହସ୍ପିଟାଲଗୁଡିକୁ ରାଜ୍ଯ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗର ଚିଠି। ସାଧାରଣ ନିର୍ବାଚନ ୨୦୨୪ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଯଦି ଅଂଶୁଘାତରେ ଅସୁସ୍ଥ ହୁଅନ୍ତି ତେବେ ସେମାନଙ୍କୁ କ୍ଯାସଲେସ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଦିଆଯାଇଛି ନିର୍ଦ୍ଦେଶ। ନିର୍ବାଚନକାଳୀନ ଡ୍ଯୁଟି ସଂକ୍ରାନ୍ତ ନିଯୁକ୍ତି ପତ୍ର ଦାଖଲ କରାଯିବାପରେ ଏହି ଚିକିତ୍ସା ସୁବିଧା ଉପଲବ୍ଧ ହେବ। ରାଜ୍ଯର କୋଟିକୋଟି ଲୋକ ବିଏସକେୱାଇ ଜରିଆରେ ଉପକୃତ ହେଉଥିବାବେଳେ ରାଜ୍ଯ ସରକାର ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ଲାଗି ଏହାକୁ ଉପଲବ୍ଧ କରାଇଛନ୍ତି।

Leave A Reply

Your email address will not be published.