ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ ହୋଇଚନ୍ତି । ଏ ନେଇ ସେ ନିଜେ କେନ୍ଦ୍ରମନ୍ତ୍ରୀ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ।


ସେ ଟ୍ବିଟ କରି ଲେଖିଛନ୍ତି ଯେ, ଆଜି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସମ୍ପର୍ଶରେ ଆସିଥିବା ସମସ୍ତଙ୍କୁ ସେ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ କରିଛନ୍ତି ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର କରୋନା ପଜିଟିଭ୍‌ ଚିହ୍ନଟ ହେବାର କିଛି ସମୟ ପରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.