ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନାରେ ଆଖିବୁଜିଲେ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀ

ଭୁବନେଶ୍ବର: କରୋନାରେ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। କିଛିଦିନ ତଳେ ପ୍ରଣୟ କୋରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। lତାଙ୍କ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ପ୍ରଣୟଙ୍କ ଦେହାନ୍ତ ଘଟିଛି। ଏ ନେଇ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି। 

କିଛି ମାସ ତଳେ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ହୋଇଥିଲା । ସେ ବି କରୋନାରେ ସଂକ୍ରମିତ ହୋଇଥିଲେ ।

Leave A Reply

Your email address will not be published.