ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁରୀରେ ପ୍ରାକ୍ ନିର୍ବାଚନୀ ହିଂସା : ସରପଞ୍ଚ ପ୍ରାର୍ଥୀଙ୍କ ଘର ନିକଟରେ ଫୁଟିଲା ବୋମା

ପୁରୀ ସଦର ନିର୍ବାଚନ ମଣ୍ଡଳୀ କାଶୀହରିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା। ବୋମା ବିସ୍ଫୋରଣ ହୋଇଥିବା ସୂଚନା। ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ନିର୍ବାଚନକୁ ନେଇ ଏଭଳି ଘଟଣା ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି। ସରପଞ୍ଚ ପ୍ରାର୍ଥୀ ଙ୍କ ଘର ନିକଟରେ ବୋମା ବିସ୍ଫୋରଣ ସୂଚନା । ତେବେ ନିର୍ବାଚନୀ ହିଂସାକୁ କାବୁ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଉଥିବା ପୁରୀ ଏସ୍ପି ସୂଚନା ଦେଇଛନ୍ତି । ଏହି ବୋମା ମାଡ଼ ଘଟଣାର ଅଧିକ ତଦନ୍ତ କରାଯାଉଥିବା ବେଳେ ସାଇଣ୍ଟିଫିକ ଟିମ ଜରିଆରେ ଅଧିକ ଅନୁସନ୍ଧାନ ଜାରି ରହିଥିବା ଦେଇଛନ୍ତି ସୂଚନା ।

Leave A Reply

Your email address will not be published.