ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ, ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ରଥକାଠ

ପୁରୀ: ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା ।

Leave A Reply

Your email address will not be published.