ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ । ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପୁଇଁତଳା ବ୍ଲକର ବରିଷ୍ଠ କିରାଣୀ ରବିନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବଲାଙ୍ଗିରସ୍ଥିତ ତାଙ୍କ ବାସଭବନ ସମେତ ମୋଟ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢାଉ ଜାରି ରଖିଥିବା ସୂଚନା ମିଳିଛି ।

Leave A Reply

Your email address will not be published.