ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ବନ୍ଦ ରହିବ ଦର୍ଶନ

ପୁରୀ : ବୁଧବାର କାର୍ତ୍ତିକ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି  ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର ହେବ । ଏହି ନୀତି ଅପରାହ୍ନ ୪ଟାରୁ ଆରମ୍ଭ ହେବ । ପ୍ରାୟ ୩ରୁ ୪ଘଣ୍ଟା ଧରି ଏହି ନୀତିକାନ୍ତି ଚାଲିବ। ଏଥିପାଇଁ ଆସନ୍ତାକାଲି ଅର୍ଥାତ ବୁଧବାର ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି । ରାତି ପ୍ରାୟ ସାଢ଼େ ୭ଟାରୁ ୮ଟା ଭିତରେ ବନକଲାଗି ନୀତି ସରିବ। ଏହା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

Leave A Reply

Your email address will not be published.