ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ପଜିଟିଭ୍

ନୂଆଦିଲ୍ଲୀ : କଂଗ୍ରେସ ନେତା ରାହୁଲ ଗାନ୍ଧୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ରାହୁଲ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ତୁରନ୍ତ ସବୁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଆପଣାଇବାକୁ ସେ ନିବେଦନ କରିଛନ୍ତି।


ରାହୁଲ ଟ୍ୱିଟ କରି କହିଛନ୍ତି, “ମୋ ଶରୀରରେ ସାମନ୍ୟ ଲକ୍ଷଣ ଦେଖାଯାଇଥିଲା। ଏହାପରେ ମୁଁ କରୋନା ଟେଷ୍ଟ କରାଇଥିଲି। ଏବେ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ନିକଟରେ ମୋ ସଂସ୍ପର୍ଶରେ ଆସିଥିବା ଲୋକମାନେ ଦୟା କରି ସୁରକ୍ଷା ପ୍ରୋଟକଲ ପାଳନ କରନ୍ତୁ ଓ ସୁରକ୍ଷିତ ରୁହନ୍ତୁ।”

Leave A Reply

Your email address will not be published.