ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କଟକରୁ ନକଲି ସିମେଣ୍ଟ କାରଖନା ଠାବ

କଟକ:  କଟକରୁ ମଙ୍ଗଳବାର ପୁଣି ଠାବ ହୋଇଛି ନକଲି ସିମେଣ୍ଟ କାରଖାନା। କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡା-ଚାନ୍ଦବାଲି ରୋଡର ଖଇରା ବ୍ରିଜ ନିକଟରେ ଏକ ନକଲି ସିମେଣ୍ଟ କାରଖାନା ଠାବ କରିଛି କମିଶନରେଟ୍‌ ପୁଲିସ । ଏଠାରେ ଅଲଟ୍ରାଟେକ ସିମେଣ୍ଟ ନାଁରେ ନକଲି କରାଖାନା କରି ବେପାର ଚାଲିଥିଲା । ଯାହାର ଖବର ପାଇବା ପରେ କମିଶନରେଟ୍‌ ପୁଲିସ କଡ଼ା ନଜର ରଖିଥିଲା । ଚଢାଉ ସମୟରେ ଗୋଦାମରୁ ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରାଯାଇଥିବା ବେଳେ କାରଖାନାର ମାଲିକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.