ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ନୂଆବର୍ଷର ପ୍ରାରମ୍ଭରୁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଏହାରି ମଧ୍ୟରେ ପାଗରେ ପୁଣି ପରିବର୍ତ୍ତନ ହେବାକୁ ଯାଉଛି। ନୂଆବର୍ଷର ପ୍ରାରମ୍ଭରୁ ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଜାନୁଆରୀ ପ୍ରଥମ ସପ୍ତାହ ଶେଷ ବେଳକୁ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଏ ନେଇ ଟ୍ବିଟ କରି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

Leave A Reply

Your email address will not be published.