ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି । ସ୍ଥାନୀୟ ଅଞ୍ଚଳର ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳି-ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନକୁ ଯାଇ ନିଜକୁ ସୁରକ୍ଷିତ ରଖନ୍ତୁ ବୋଲି ପାଣିପାଗ ବିଭାଗ କହିଛି।

Leave A Reply

Your email address will not be published.