ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ  ଟ୍ବିନ ସିଟି ସମେତ କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, ଦେବଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଯାଜପୁର, ଖେର୍ଦ୍ଧା, କଟକ ଓ ପୁରୀ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.