ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ କରୋନା

ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି ଗେହଲଟ।

କୌଣସି ଲକ୍ଷଣ ନ ଥିଲେ ବି ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍ ଆସିଛି। କରୋନା ପ୍ରୋଟୋକଲ୍ ପାଳନ କରିବା ସହ ସେ ଆଇସୋଲେସନରେ ରହିଛନ୍ତି। ଟ୍ୱିଟରେ ସେ କହିଛନ୍ତି ଯେ ଆଇସୋଲେସନରେ ରହିଥିବା ବେଳେ ମୁଁ ସୁସ୍ଥ ଅଛି ।

Leave A Reply

Your email address will not be published.