ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର, ଭେଣ୍ଟିଲେଟରରେ ଭର୍ତ୍ତି

ନୂଆଦିଲ୍ଲୀ: ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିଲ୍ଲୀ ଏମସରେ ରାଜୁ ଶ୍ରୀବାସ୍ତବଙ୍କ ଚାଲିଛି ଚିକିତ୍ସା ।

ସୂଚନା ଅନୁଯାୟୀ, ଗତକାଲି ରାଜୁ ଶ୍ରୀବାସ୍ତବ  ଓ୍ୱାର୍କଆଉଟରେ କରୁଥିବାବେଳେ ସେ ହୃଦଘାତର ସମ୍ମୁଖୀନ ହୋଇଥିଲେ । ପରେ ତାଙ୍କୁ ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଥିଲା । ଡାକ୍ତରମାନେ ରାଜୁଙ୍କ ସ୍ୱାସ୍ଥ୍ୟ ପ୍ରତି ଗୁରୁତ୍ୱ ଦେଇ ଚିକିତ୍ସା ଜାରି ରଖିଛନ୍ତି । ବଲିଉଡ ଅଭିନେତା ଓ ରାଜନେତାଙ୍କ ନକଲ କରି ବେଶ୍ ଚର୍ଚ୍ଚାରେ ଅଛନ୍ତି ରାଜୁ ।

Leave A Reply

Your email address will not be published.