ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁ ନାଁରେ କଳଙ୍କ: ପରୀକ୍ଷା ନାଁରେ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ ଅଭିଯୋଗ

କଟକ: ଗୁରୁ ନାଁରେ କଳଙ୍କ, କଟକରେ ଲଜ୍ଜା। ପରୀକ୍ଷା ନାଁରେ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଡାକି ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ମଧୁପାଟଣା ଥାନାରେ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଏତଲା ପରେ ଗଣିତ ଶିକ୍ଷକଙ୍କୁ  ପୁଲିସ ଗିରଫ କରିଛି।

ସୂଚନା ଅନୁଯାୟୀ, ସଂପୃକ୍ତ ଗଣିତ ଶିକ୍ଷକ ଛାତ୍ରୀଙ୍କୁ ଭିଏସଟି ପରୀକ୍ଷା ବାହାନାରେ ହୋଟେଲକୁ ଡାକିଥିଲେ । ସେଠାରେ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିଥିଲେ ଗଣିତ ଶିକ୍ଷିକ । ଏନେଇ ଛାତ୍ରୀଙ୍କ ପରିବାର ପକ୍ଷରୁ ମଧୁପାଟଣା ଥାନାରେ ଏତଲା ଦିଆଯାଇଥିଲା ।

Leave A Reply

Your email address will not be published.