ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ (୧୯-୨-୨୦୨୧)

ମେଷ:କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଆର୍ଥିକ ଉନ୍ନତି ହେବ। ବନ୍ଧୁମିଳନ ଯୋଗ ରହିଛି। ମହିଳାମାନେ ଭକ୍ତି ପରାୟଣା ହେବେ। ବାଣିଜ୍ୟରେ ଲାଭ ଦ୍ବିଗୁଣିତ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ଶ୍ରୀ ଚନ୍ଦ୍ର କାରଣରୁ ପ୍ରାଚୁର୍ଯ୍ୟତା ଭିତରେ ସମୟ କଟିବ। ଚାକିରିରେ ଉତ୍ସାହିତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ହେବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ପ୍ରତାରଣା ପାଇପାରନ୍ତି। ଆର୍ଥିକ ଚାପ ରହିବ। ରାଜନୀତିରେ ଅସହଯୋଗ ଦେଖା ଦେବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବଢିବ। ସାଂସାରିକ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସମୃଦ୍ଧି ହେବ।
ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ:ଦଶମସ୍ଥ ଚନ୍ଦ୍ରଙ୍କ କାରଣରୁ ଉଚ୍ଚ ଆଶା ସଫଳ ହେବ। ମହିଳାମାନେ ଆଦରଣୀୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:କର୍ମକ୍ଷେତ୍ରରେ ସମ୍ମାନପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:ହେଉଥିବା କାର୍ଯ୍ୟ ବିଗିଡିଯାଇପାରେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ଦିନଟି କିଛିଟା ଉତ୍ତେଜନା ଭିତରେ ସଫଳତା ପାଇବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:କର୍ମକ୍ଷେତ୍ରରେ ନେତୃତ୍ବ ନେଇ ସଫଳ ହେବେ। ଚାକିରିରେ ସମ୍ମାନ ବୃଦ୍ଧି ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କୌଣସି ନୂତନ ଯୋଜନା କାର୍ଯ୍ୟକାରୀ ହେବ। ସାଂସାରିକ ଗୁରୁଜନମାନଙ୍କ ସହଯୋଗ ପାଇବେ। ବାଣିଜ୍ୟରେ ଲାଭଜନକ ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଦିନଟି ସମସ୍ୟାକୁ ନେଇ ବିଚଳିତ ରହିବେ। ଚାକିରିରେ କାର୍ଯ୍ୟ ଭାର ରହିବ। ରାଜନୀତିରେ ବିରୋଧି ବଢିବେ। ବାଣିଜ୍ୟରେ ମନ୍ଥର ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ସମାଜରେ ସୁନାମ ପାଇବେ। ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଉଚ୍ଚ ସଫଳତା ମିଳିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.