ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟାଟା ମ୍ୟାଜିକ ଉପରେ ମାଡ଼ିଗଲା ମାଲ୍ ବୋଝେଇ ଟ୍ରକ୍: ୨ମୃତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମକଟକ ଅନ୍ତର୍ଗତ ଚାଞ୍ଚରାଗୁଡ଼ା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଟାଟା ମ୍ୟାଜିକ ଉପରେ ଏକ ମାଲ୍ ବୋଝେଇ ଟ୍ରକ୍ ମାଡିଯାଇଛି । ଫଳରେ ଦୁର୍ଘଟଣା ସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। । ଦୁର୍ଘଟଣାରେ ଟାଟା ମ୍ୟାଜିକ୍ ଭାଙ୍ଗିରୁଜି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକର ମଧ୍ୟ କିଛି ଅଂଶ ଭାଙ୍ଗିଯାଇଛି।  ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.