ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର: ସାଇକେଲକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ଚାଲିଗଲା କନେଷ୍ଟବଳଙ୍କ ଜୀବନ । ଟ୍ରକ ଧକ୍କାରେ ତୁରୁମୁଙ୍ଗା ଥାନାର ଜଣେ ପୋଲିସ କନେଷ୍ଟବଳଙ୍କର ମୃତ୍ୟୁ ହୋଇଛି। କେନ୍ଦୁଝର ଜିଲ୍ଲାର ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ କନେଷ୍ଟବଳ ରଘୁନାଥ ମୁର୍ମୁ ସାଇକେଲ ଯୋଗେ ଥାନାକୁ ଯାଉଥିବା ସମୟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ୪୯ ନମ୍ବର ଜାତୀୟ ରାଜପଥ ଝାରବେଡା ନିକଟରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି l

Leave A Reply

Your email address will not be published.