ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହସ୍ପିଟାଲରେ ଭର୍ତ୍ତି ହେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର, ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ମୁମ୍ବାଇ: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସଚିନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ମାର୍ଚ୍ଚ ୨୭ ତାରିଖରେ ସଚିନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ସଚିନ୍ ଟ୍ବିଟ କରି ସୂଚନା ଦେଇଛନ୍ତି।

ସେ ଟ୍ବିଟ ରେ ଲେଖିଛନ୍ତି ଯେ, ମୁଁ ଖୁବଶୀଘ୍ର ହସ୍ପିଟାଲରୁ ସୁସ୍ଥ ହୋଇ ଫେରିବି । ତାଙ୍କ ଆଶୁ ଆରୋଗ୍ୟ କାମନା କରୁଥିବା ଫ୍ୟାନମାନଙ୍କୁ ସଚିନ୍ ଧନ୍ୟବାଦ ଜଣାଇଛନ୍ତି।

Leave A Reply

Your email address will not be published.