ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସଚିନ ତେନ୍ଦୁଲକର କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍‌ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି।

 

Leave A Reply

Your email address will not be published.