ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ବେଳାଭୂମିରେ ଏକ ସୁନ୍ଦର ଚିତ୍ର କରିବା ସହ ବାଲୁକାରେ ସୂର୍ଯ୍ୟ ନମସ୍କାରର ବିଭିନ୍ନ ମୁଦ୍ରାକୁ ସେ ନିଖୁଣ ଭାବେ ଦେଖାଇଛନ୍ତି । କରୋନା ମହାମାରୀ ସମୟରେ ଶରୀର ସୁସ୍ଥ ରହିବା ନିହାତି ଜରୁରୀ । ଏଣୁ ସମସ୍ତେ ଯୋଗ କରିବା ସହ ଅନ୍ୟ ମାନଙ୍କୁ ଉତ୍ସାହିତ କରିବାକୁ ସୁଦର୍ଶନ ନିବେଦନ କରିଛନ୍ତି ।

Leave A Reply

Your email address will not be published.