ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୨-୧୦-୨୦୨୧ )

ମେଷ:କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ । ପ୍ରଶାସନିକ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା

ବୃଷ : ସମାଜରେ ଉଚ୍ଚ ଆସନରେ ଅଂଳକୃତ ହେବେ। ଚାକିରିରେ ଦକ୍ଷ ପ୍ରତିପାଦିତ ହେବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତିହେବ । ଶିକ୍ଷାର୍ଥୀ ଯଶକୀର୍ତି ପାଇବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା

ମିଥୁନ: କର୍ମକ୍ଷେତ୍ରରେ ମନ୍ଥରତା ଦେଖାଦେବ। ରାଜନୀତିରେ ସମସ୍ୟା ରହିବ । ମହିଳାମାନେ ବିରକ୍ତି ମନା ହେବେ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

କର୍କଟ: ଦିନଟି ସୁଖଶାନ୍ତି ଭିତରେ କଟିବ। ମହିଳାମାନେ ଆଦରଣୀୟା ହେବେ । ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା

ଏଥିସହିତ ପଢ଼ନ୍ତୁ

ସିଂହ : କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ବାହାରକୁ ଯାଇପାରନ୍ତି । ଚାକିରିରେ କାର୍ଯ୍ୟ ବ୍ୟସ୍ତତା ଦେଖାଦେବ । ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା

କନ୍ୟା : ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ସ୍ଥାପନ ଓ ସହଯୋଗ ପାଇବେ। ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇ ପାରନ୍ତି। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଆଦର ପାଇବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ତୁଳା: ବିଭିନ୍ନ ଉପାୟରେ ଆୟ କରିବେ । ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ମନ ମୁତାବକ ଫଳ ପାଇବେ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ବିଛା : ବହୁ ଚେଷ୍ଟା କରି ସାମାନ୍ୟ ଫଳ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭଅଙ୍କ – ୧, ଶୁଭରଙ୍ଗ – ପିଙ୍କ

ଧନୁ : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଚାପରହିବ । ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିପାରିନ୍ତି। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ମକର : ଅଜଣା ବ୍ୟକ୍ତିଙ୍କର ସହଯୋଗ ପାଇ ଆଗେଇ ଚାଲିବେ। ଚାକିରିରେ ସମ୍ମାନ ବଢିବ । ରାଜନୀତିରେ ପ୍ରଶଂସା ବୃଦ୍ଧି ପାଇବ | ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ – ୬୯, ଶୁଭ ରଙ୍ଗ – କମଳା

କୁମ୍ଭ : କର୍ମ କ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସକ୍ରିୟ ରହିବେ | ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ – ୪, ଶୁଭ ରଙ୍ଗ – – ମେଟାଲିକ୍

ମୀନ : ଦିନଟି ଅନିଶ୍ଚିତତା ଭିତରେ ଗତି କରିବେ । ଚାକିରିରେ ଅବହେଳା କରିବେ । ରାଜନୀତିରେ ପ୍ରତିଦ୍ବନ୍ଦିତ ରହିବ | ବାଣିଜ୍ୟରେ ମନ୍ଥର ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

Leave A Reply

Your email address will not be published.