ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୪-୦୯-୨୦୨୧ )

ମେଷ:ଅନ୍ୟର ସହଯୋଗ ପାଇ ଆଗେଇବେ। ଅତିଥିଙ୍କ ଆଗମନ ହୋଇପାରେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ।ବାଣିଜ୍ୟରେ ସଫଳ ହେବେ।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ସମାଜରେ ପ୍ରତିଷ୍ଠିତ ହେବେ।ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଆଦର ସମ୍ମାନ ପାଇବେ।ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ସମ୍ମାନୀତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ:ବହୁ ଚେଷ୍ଟାକରି ସାମାନ୍ୟ ଫଳ ପାଇବେ।ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ଯେକୌଣସି ଉପାୟରେ ହେଉନା କାହିଁକି କାର୍ଯ୍ୟ ହାସଲ କରିନେବେ। ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ବ୍ୟୟ ବହୁଳତା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ହେଉଥିବା କାର୍ଯ୍ୟ କଳ୍ପକେ ସ୍ଥଗିତ ରହିପାରେ। ଚାକିରିରେ ଅସହଯୋଗ ଦେଖାଦେବ। ସନ୍ତାନସନ୍ତତି ଅବାଧ୍ୟ ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ମକର:ଆଶା ମୁତାବକ ସୁଫଳ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ ବିଚଳିତ ରହିବେ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

Leave A Reply

Your email address will not be published.