ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦8-୦୫ -୨୦୨୧ )

ମେଷ:କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ। ପଡୋଶୀଙ୍କ ସହ ଉତ୍ତମ ବୁଝାମଣା ରହିବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ପୁରାତନ କାର୍ଯ୍ୟ ସମ୍ପନ୍ନ ହେବ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ପ୍ରତି କାର୍ଯ୍ୟରେ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ଚିନ୍ତାରେ ରହିବେ। ପ୍ରଶାସନିକ ସମସ୍ୟା ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟିରେ ଅନିଶ୍ଚିତତା ଭିତରେ ଗତି କରିବେ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ରାଜନୀତିରେ ଘଡିସନ୍ଧି ଦେଇ ଗତି କରିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ପ୍ରତିଷ୍ଠା ବଢିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ପ୍ରାୟତଃ ସବୁକ୍ଷେତ୍ରରେ ଆଗେଇ ଚାଲିବେ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:କର୍ମକ୍ଷେତ୍ରରେ ଆବଦ୍ଧ ଯୋଗ ରହିଛି। ମହିଳାମାନେ ଅପଯଶ ପାଇବେ। ଗୁରୁଜନଙ୍କ ସହ ମତଭେଦ ରହିବ। ବାଣିଜ୍ୟରେ ବ୍ୟୟ ବହୁଳ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ଅସ୍ଥିରତା କାରଣରୁ କାର୍ଯ୍ୟ ହାନି ହେବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିବେ। ରାଜନୀତିରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଦିନଚର୍ଯ୍ୟା ଆଡମ୍ବରପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ବହୁ ପରିଶ୍ରମ କରି ସାମାନ୍ୟ ଫଳ ପାଇବେ। ରାଜନୀତିରେ ଲୋକପ୍ରିୟତା କମିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ସାମାନ୍ୟ ଫଳ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ବିଭିନ୍ନ ସୂତ୍ରରୁ ଆୟ ହେବ। ପ୍ରଶାସନିକ ଓ ଚାକିରିରେ ସୁନାମ ପାଇବେ। ମହିଳାମାନେ ଯଶକୀର୍ତ୍ତୀ ପାଇବେ। ବାଣିଜ୍ୟ ସନ୍ତୋଷଜନକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.