ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୦୭-୦୮-୨୦୨୧ )

ମେଷ: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଦୃଢ଼ମନା ରହିବେ। ବାଣିଜ୍ୟର ପରିସର ବୃଦ୍ଧି ପାଇବ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍

ବୃଷ: ଚତୁରତା ଦ୍ବାରା କାର୍ଯ୍ୟ ହାସଲ କରିବେ। ମହିଳାମାନେ ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ମିଥୁନ: ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି । ଚାକିରିରେ ପ୍ରତିକୂଳ ସ୍ଥିତି ରହିବ। ରାଜନୀତିରେ ସମସ୍ୟାରେ ଫସିଯିବେ। ବାଣିଜ୍ୟ ମାନ୍ଦା ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ – ସିଲଭର୍

କର୍କଟ: ଦିନଟି ବିଜୟ ଉଲ୍ଲାସ ଭିତରେ କଟିବ । ମହିଳାମାନେ ଚଳଚଞ୍ଚଳ ରହିବେ । ଚାକିରିରେ ସହଯୋଗ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ: ବାରମ୍ବାର ଚେଷ୍ଟା କରି ସଫଳ ହେବେ । କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି । ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ମଧ୍ୟମ ଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

କନ୍ୟା: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ । ସାଂସାରିକ ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ | ଶୁଭ ଅଙ୍କ;୨, ଶୁଭ ରଙ୍ଗ-ସିଲଭର୍

ତୁଳା: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ । ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ | ବାଣିଜ୍ୟରେ ଆୟବୃଦ୍ଧି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ବିଛା: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡିଯାଇପାରେ। ମହିଳାମାନେ ଧର୍ମାଦି କାର୍ଯ୍ୟରେ ମନ ଦେବେ । ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ଚାକିରିରେ ଚାପ ରହିବ। ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କପି

ମକର: ବିଭିନ୍ନ ଉପାୟରେ ଆୟ କରିବେ । ମହିଳାମାନେ ହସଖୁସିରେ ରହିବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ: ଦିନଟି ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ | ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ମୀନ: କାର୍ଯ୍ୟରେ ଅବହେଳା ରହିବ। ସନ୍ତାନସନ୍ତତିମାନେ ଚିନ୍ତାରେ ପକାଇବେ। ମହିଳାମାନେ ଆଜସ୍ୟ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ | ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

Leave A Reply

Your email address will not be published.