ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୦-୦୭-୨୦୨୧ )

ମେଷ:କର୍ମକ୍ଷେତ୍ରରେ ନୂତନ ଦିଗ୍‌ଦର୍ଶନ ପାଇବେ। ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ:କର୍ମକ୍ଷେତ୍ର ମନ୍ଥର ରହିବ। ଆର୍ଥିକ ଚିନ୍ତା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଖୁସିରେ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:ଉଦଯୋଗ କରି ସଫଳ ହେବେ। ଚାକିରି ସମୟ ବ୍ୟସ୍ତତା ଭିତରେ କଟିବ। କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ମଧ୍ୟମ ଫଳ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:ଅନେକଦିନର ସ୍ବପ୍ନ ସାକାର ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସଫଳ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ଅନିଶ୍ଚିତତା ଭିତରେ ଗତି କରିବେ। ଅନ୍ୟ ପାଇଁ ସମସ୍ୟାରେ ପଡିବେ। ମହିଳାମାନେ ନିଜକୁ ହେୟ ମନେ କରିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ଦିନଟି ସୁଖସନ୍ତୋଷ ଭିତରେ କଟିବ। ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:ପରିଶ୍ରମ ମୁତାବକ ଫଳ ପାଇବେ। ରାଜନୀତିରେ ସମ୍ମାନିତ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:କର୍ମକ୍ଷେତ୍ରରେ ସମସ୍ୟା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ଦିନଟି ସୁଖସମ୍ମାନ ପାଇବେ। ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.