ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ (୧୨-୬-୨୦୨୧)

ମେଷ : ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ । ଚାକିରିରେ ସହଯୋଗ ପ୍ରାପ୍ତି ହେବ I ଶିଳ୍ପ ଓ ବାଣିଜ୍ୟରେ ବେଶ ଭଲ ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ବୃଷ : କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ଚାକିରୀରେ ନିଷ୍ଠାପର ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ମିଥୁନ : ଦେହ ଓ ମନ ଭଲ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ଲାଭ ହେବ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ସିଲଭର୍

କର୍କଟ : ତରବରିଆ ଭାବେ କାର୍ଯ୍ୟ କରି ତ୍ରୁଟି କରିପାରନ୍ତି। ଚାକିରିରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ : ସ୍ବପ୍ନ ସାକାର ହେବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ । । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

କନ୍ୟା : କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ପରିଶ୍ରମୀ ହେବେ | ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ତୁଳା : ପରିଶ୍ରମର ଫଳ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ ବ୍ୟସ୍ତ ରହିବେ । ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ବିଛା : କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି । ଚାକିରିରେ ଅସହଯୋଗ ମନେ ହେବ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ : ଦିନଟି ପ୍ରସନ୍ନତା ଭିତରେ କଟିବ। ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ମକର : କର୍ମତତ୍ପର ଓ ପରିଶ୍ରମୀ ରହିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କୁମ୍ଭ : ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ : ଖର୍ଚ୍ଚାନ୍ତ ଓ ଅଭାବ ରହିବ। ପଡୋଶୀଙ୍କ ସହ ମନାନ୍ତର ରହିବ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

Leave A Reply

Your email address will not be published.