ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୩-୧୧-୨୦୨୧ )

ମେଷ: ଅଟକି ରହିଥିବା କାର୍ଯ୍ୟ ସମାପନ ହେବ । ଚାକିରିରେ ମାନମାର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ଗୋଲାପି

ବୃଷ: ଉଚ୍ଚ ଆଶା ପୂରଣ ହେବ । ପ୍ରଶାସନିକ ଓ ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରଭାବଶାଳୀ ରହିବେ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ : ଦିନଟି ମରୀଚିକା ପଛରେ ଦୌଡ଼ିବା ଭଳି ମନେ ହେବ । ଚାକିରିରେ ଅବହେଳା ରହିବ । ରାଜନୀତିରେ ଉତ୍ତେଜନା ରହିବ । ବାଣିଜ୍ୟରେ ସମସ୍ୟା ରହିବ । ଶିକ୍ଷାର୍ଥୀ ଅପଯଶ ପାଇବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ଆକାଶ

କର୍କଟ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଅଭିଯୋଗ ଆସିପାରେ । ରାଜନୀତିରେ ବାଧାବିଘ୍ନ ରହିବ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଟି ସୁଖ ସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ଚାକିରିରେ ପ୍ରଶଂସିତ ହେବେ । ବାଣିଜ୍ୟରେ ଆଶାଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

କନ୍ୟା : ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ । ମହିଳାମାନେ କର୍ମତତ୍ପର ରହିବେ । ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ଯୋଜନା କରି ସଫଳ ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟ ଲାଭାନ୍ବିତ ହେବ । ଶିକ୍ଷାର୍ଥୀ ସଫଲ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲ୍‌ଭର୍

ବିଛା : କର୍ମକ୍ଷେତ୍ରରେ ମନ୍ଥରତା ରହିବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ।ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଧନୁ : ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ । ଚାକିରିରେ ପଦୋନ୍ନତି ପାଇବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ – ୩ ଶୁଭ ରଙ୍ଗ – ଗୋଲ୍ଡେନ୍

ମକର : ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ରାଜନୀତିରେ ଲୋକସଂପର୍କ ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ

କୁମ୍ଭ : କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇ ଚାଲିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ମୀନ : କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ରହିବ । ଚାକିରିରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ଚାପ ରହିବ । ରାଜନୀତିରେ ଚିନ୍ତାଜନକ ପରିସ୍ଥିତି ରହିବ । ବାଣିଜ୍ୟ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ –୯. ଶୁଭ ରଙ୍ଗ – ଲାଲ୍

Leave A Reply

Your email address will not be published.