ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୪-୦୮-୨୦୨୧ )

ମେଷ:ଦିନଟି ସୁଖଶାନ୍ତି ପ୍ରାପ୍ତି ହେବ। ମହିଳାମାନେ ସମ୍ମାନ ପାଇବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ଦୃଢ ମନୋବଳ ପାଇଁ କାର୍ଯ୍ୟ ସଫଳ ହେବ।ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:ଯେକୌଣସି ଉପାୟରେ କାର୍ଯ୍ୟକୁ ହାସଲ କରିବେ। ଉଭୟେ ପ୍ରେମ ଓ ସାଂସାରିକ ମଧୁରସମ୍ପର୍କ ରହିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟିରେ ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ କାର୍ଯ୍ୟ ବହୁଳତା ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ:ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ନିଷ୍ଠାପର ରହିବେ।ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା:ଶୃଙ୍ଖଳିତ ଧାରାରେ କର୍ମ କରି ଆଗେଇବେ। ସାଂସାରିକ ସନ୍ତାନମାନେ ଉନ୍ନତି କରିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ମହିଳାମାନେ ଯଶ ପାଇବେ।।ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:କର୍ମକ୍ଷେତ୍ରରେ କାର୍ଯ୍ୟ ମନ୍ଥର ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଧନସମ୍ମାନ ପାଇବେ। ମହିଳାମାନେ ଆଦରସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ।ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ଚଳଚଞ୍ଚଳ ହେବେ।ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଦିନଟିରେ ଅଶାନ୍ତି ଓ କଳହ ଦେଖାଦେବ ମହିଳାମାନଙ୍କର ସମସ୍ୟା ରହିପାରେ। ଶିଳ୍ପ,ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.