ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୭-୦୭-୨୦୨୧ )

ମେଷ: ଦିନଟିରେ ସହଯୋଗ ପାଇ ଆଗେଇବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭଜଜନକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଅସ୍ଥିରତା କାରଣରୁ କାର୍ଯ୍ୟହାନି ହେବ। ସନ୍ତାନସନ୍ତତିମାନେ ଅବାଧ୍ୟ ହେବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ପ୍ରତିକୂଳତା ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ ଚାପ ରହିବ। ମହିଳାମାନେ ଦୁଶ୍ଚିନ୍ତାରେ ରହିବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଦ୍ବାରା ଉପକୃତ ହେବେ। ଉଭୟ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ଧନସମ୍ମାନ ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଦିନଟି ବିଳାସବ୍ୟସନରେ କଟିବ। ଚାକିରିରେ ସହଯୋଗ ପାଇବେ। ପ୍ରଶାସନିକ ଉଚ୍ଚପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ବ୍ୟୟବହୁଳତା କାରଣରୁ ଋଣ ପ୍ରଭାବିତ ହେବେ। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ବିଛା:ଦିନଟି ସୁଖସମୃଦ୍ଧି ପ୍ରାପ୍ତି ହେବ। ମହିଳାମାନେ ଖୁସିରେ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ସକ୍ରିୟ ଭୂମିକା ରହିବ। ବାଣିଜ୍ୟର ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ; ମେରୁନ୍

ମକର:ଯୋଜନା କରି ସଫଳ ହେବେ। ଧର୍ମାଦି କାର୍ଯ୍ୟରେ ମନ ରହିବ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କୁମ୍ଭ:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁମାନଙ୍କ ଦ୍ବାରା ପ୍ରଭାବିତ ହେବେ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ଦିନଟି ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ପ୍ରଶାସନିକ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.