ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ (୧୯-୬-୨୦୨୧)

ମେଷ : ଆୟ ଭଲ ହେବ । ଦେହ ଓ ମନ ଭଲ ରହିବ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ । ମହିଳାମାନେ ପରିଶ୍ରମୀ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ : କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ। ଚାକିରିରେ ଅଭିଯୋଗ ଆସିପାରେ। ପ୍ରଶାସନିକ ଷଡଯନ୍ତ୍ରରେ ପଡ଼ିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ଚିନ୍ତାଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

ମିଥୁନ : ଦିନଟି ଶ୍ରମ ତୁଳନାରେ କମ୍ ଫଳ ପାଇବେ। ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ । ପ୍ରଶାସନିକ ଦାୟିତ୍ବରେ ଅବହେଳା ରହିବ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

କର୍କଟ : ସମାଜରେ ପ୍ରତିଷ୍ଠିତ ହେବେ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ : ଆର୍ଥିକ ଦୁରବସ୍ଥା ବଦଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ନିଷ୍ଠା ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

କନ୍ୟା : ଦିନଟି ଉତ୍ସାହିତ ରହିବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା : ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡିଯାଇପାରେ । ସାଂସାରିକ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟ ଭାର ରହିବ। ପରିବହନ ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରର ହେବ । ଶୁଭ ଅଙ୍କ-୨ ଶୁଭ ରଙ୍ଗ-ଧଳା

ବିଛା : ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବୁ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ ବାଣିଜ୍ୟରେ ବେଶ୍ ଲାଭସ୍ କ ରହିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ଧନ୍ୟ : କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ପ୍ରଭାବଶାଳୀ ହେବେ । ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କପି

ମକର: ନୂତନ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଚାକିରିରେ ନିଷ୍ଠାପର ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ : କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଲୋକପ୍ରିୟତା କମିବ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ମୀନ : ଦିନଟିରେ ଧନସମ୍ମାନ ଲାଭ ସହ ସୁଖସନ୍ତୋଷ ପାଇବେ । ରାଜନୀତିରେ ଚଳଚଞ୍ଚଳ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍

Leave A Reply

Your email address will not be published.