ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୦-୧୧-୨୦୨୧ )

ମେଷ : କର୍ମକ୍ଷେତ୍ରରେ ମନ୍ଥରତା ଦେଖାଦେବ । ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ବିରକ୍ତିମନା ରହିବେ। ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲ୍‌ଭର୍

ବୃଷ : ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ମିଥୁନ : ପରିଶ୍ରମ ମୁତାବକ ଫଳ ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସ୍ଵଳ୍ପ ଲାଭ ପାଇବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

କର୍କଟ : ଦୀର୍ଘଦିନର କାର୍ଯ୍ୟ ସମାପନ ହେବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ : ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ମହିଳାମାନେ ଉତ୍ସାହିତ ରହିବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – କମଳା

କନ୍ୟା : ଯୋଜନା ସ୍ଥଗିତ ରହିପାରେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା : କର୍ମକ୍ଷେତ୍ରରେ ସତୃବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ବିଷମ ପରସ୍ଥିତି ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ବିଛା : କୌଣସି ଗୁରୁତ୍ଵ କାର୍ଯ୍ୟକୁ ନେଇ ଚିନ୍ତା ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଧନୁ : ବୁଦ୍ଧିମତାର ସହକାର୍ଯ୍ୟ ହାସଲ କରିବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଭଲ ଆୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ମକର : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ । ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

କୁମ୍ଭ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

ମୀନ : ଉଚ୍ଚଆଶା ପୂରଣ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ୍

Leave A Reply

Your email address will not be published.