ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୨୨ – ୦୧ -୨୦୨୨ )

ମେଷ : ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଗୁରୁଜନଙ୍କ ସହ ମନାନ୍ତର ଦେଖାଦେବ। ରାଜନୀତିରେ ପ୍ରତିକୂଳ ପରିସ୍ଥ଄ତି ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ବୃଷ : ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।

ମିଥୁନ : ଦୃଢ଼ମନା ହୋଇ କାର୍ଯ୍ୟ କରିବେ। ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ରାଜନୀତିେର ଲୋକପ୍ରିୟ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧ଄ ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।

କର୍କଟ : ଦିନଟିେର ଦୁଶ୍ଚିନ୍ତା ଭିତରେ ରହିବେ। ରାଜୀତିରେ ଅଶାନ୍ତି ପରିସ୍ଥ଄ତି ରହିବ। ଚାକିରିରେ ସ୍ଥାନାନ୍ତର ଯୋଗ ରହିଛି। ପରିବହନ ଓ ବାଣିଜ୍ୟ ନୈରାଶ୍ୟଜନକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍‌।

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ସହଯୋଗ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ସୁଖଶାନ୍ତିରେ ସମୟ କଟାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।

କନ୍ୟା : ଦିନଟିରେ କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଲୋକପ୍ରିୟ ହେବେ। ଚାକିରିରେ ସହକର୍ମୀଙ୍କର ସହଯୋଗ ପାଇବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

ତୁଳା : ଉଚ୍ଚ ଆଶା ସଫଳ ହେବ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧ଄ ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।

ବିଛା : ଦୀର୍ଘଦିନର ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧ଄ ବୃଦ୍ଧ଄ ପାଇବ। ଚାକିରିରେ ଧନ ସମ୍ମାନ ପ୍ରାପ୍ତି ଯୋଗ ରହିଛି। ବାଣିଜ୍ୟରେ ସମୃଦ୍ଧ଄ ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ଧନୁ : ଯୋଜନା କରି ଅସଫଳ ହେବେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥ଄ତି ରହିବ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ମକର : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ରାଜନୀତିରେ ଉତ୍ତେଜନା ପରିସ୍ଥ଄ତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ।

କୁମ୍ଭ : ଦିନଟି ସୁଖ ସମୃଦ୍ଧ଄ ଭିତରେ କଟିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧ଄ ପାଇବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଉଚ୍ଚ ସଫଳତା ପାଇବେ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌

ମୀନ : ପରିଶ୍ରମ ମୁତାବକ ଫଳ ପାଇବେ। ରାଜନୀତିରେ ଦୃଢ଼ ନେତୃତ୍ବ ରହିବ। ଚାକିରିରେ ସମ୍ମାନିତ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।

Leave A Reply

Your email address will not be published.